Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶଙ୍ଖ ଧରିଲେ ଡକ୍ଟର ଅବିନାଶ ସାମଲ

by ସଞ୍ଜୟ ସ୍ୱାଇଁ
February 16, 2024
in Feature News, Politics, State
ଶଙ୍ଖ ଧରିଲେ ଡକ୍ଟର ଅବିନାଶ ସାମଲ
151
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେଡିରେ ମିଶିଲେ ଢେଙ୍କାନାଳର ଡକ୍ଟର ଅବିନାଶ ସାମଲ। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଅବିନାଶ। ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ହୋଇଛନ୍ତି ସାମିଲ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି ବୋଲି କହିଛନ୍ତି ଅବିନାଶ। ଢେଙ୍କାନାଳ ଖଡଗପ୍ରସାଦର ଡକ୍ଟର ଅବିନାଶ ସାମଲ ସମାଜ ସେବାରେ ନିଜକୁ ବ୍ରତୀ କରିଛନ୍ତି। ସାଂସଦ ମାନସ ମଙ୍ଗରାଜ କହିଛନ୍ତି- ଅବିନାଶ ହେଉଛନ୍ତି ଢେଙ୍କାନାଳର ଜଣେ ପ୍ରସିଦ୍ଧ ଡାକ୍ତର ଓ ଉଦ୍ୟୋଗବିତ୍। ମୁଖ୍ୟମନ୍ତ୍ରୀଙ୍କ ବିକାଶର ପର୍ବରେ ସେ ଅନୁପ୍ରାଣୀତ ହୋଇଛନ୍ତି। ତାଙ୍କର ଯୋଗଦାନ ବିଜେଡିକୁ ଅଧିକ ଶକ୍ତିଶାଳୀ କରିବ। ଅବିନାଶ କହିଛନ୍ତି ଯେ ଗତ ୧୦ ବର୍ଷରେ ବିଜେଡିର ଯେଉଁ କାମ ରହିଛି, ସେଥିରେ ତାଙ୍କର କିଛି ଯୋଗଦାନ ରହିଛି। ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଗ୍ଲୋବାଲ ସ୍ତରକୁ ନେଉଛନ୍ତି। ତାଙ୍କ ନିର୍ଦ୍ଦେଶରେ ସେବା କରି ଚାଲିବି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!