Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦ୍ୱାରଶୁଣୀ ଘାଟିରେ ଦୁର୍ଘଟଣା:ବାଇକ୍ ଆରୋହୀ ମୃତ, ୭ ଯାତ୍ରୀ ଆହାତ

by ସଞ୍ଜୟ ସ୍ୱାଇଁ
September 3, 2021
in Accident
ଦ୍ୱାରଶୁଣୀ ଘାଟିରେ ଦୁର୍ଘଟଣା:ବାଇକ୍ ଆରୋହୀ ମୃତ, ୭ ଯାତ୍ରୀ ଆହାତ
34
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ବାଙ୍ଗିରିପୋଷି ଦ୍ୱାରଶୁଣୀ ଘାଟିରେ ଦୁର୍ଘଟଣା । ଘାଟିରେ ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ । ଘଟଣାସ୍ଥଳରେ ବାଇକ୍ ଆରୋହୀର ମୃତ୍ୟୁ ହୋଇଥିବା ବେଳେ ୭ଜଣ ଯାତ୍ରୀ ଗୁରୁତର ଭାବେ ଆହାତ ହୋଇଛନ୍ତି । ସୂଚନାନୁସାରେ, ବାରିପଦା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ଏକ ଟ୍ରକ ପ୍ରଥମେ ବାଇକ୍ ଆରୋହୀକୁ ଧକ୍କା ଦେଇଥିଲା । ଟ୍ରକ୍ ଚାଳକ ବିଚଳିତ ହୋଇ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସକୁ ଧକ୍କା ଦେଇଥିଲା । ଯାହାଫଳରେ ଯାତ୍ରୀବାହି ବସ୍ ଶିବପାର୍ବତୀରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୭ଜଣ ଗୁରୁତର ଆହାତ ହୋଇଥିବା ବେଳେ ବାଇକ୍ ଆରୋହୀର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଗୁରୁତର ଆହାତ ବ୍ୟକ୍ତିମାନଙ୍କୁ ସ୍ଥାନୀୟ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ôଚ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!