Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର, ପକେଟରୁ ମିଳିଲା ୬୫ହଜାର ଟଙ୍କା

by ସଞ୍ଜୟ ସ୍ୱାଇଁ
September 6, 2021
in Accident, State
ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର, ପକେଟରୁ ମିଳିଲା ୬୫ହଜାର ଟଙ୍କା
217
VIEWS
Share on FacebookShare on Twitter

ନିମାପଡା, (ବାଘୁଆବାର୍ତ୍ତା): ନିମାପଡା ପିପିଲି ରାସ୍ତାରେ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ହେଉଥିବା ବେଳେ ଆହତଙ୍କ ପକେଟରୁ ୬୫ହଜାର ଟଙ୍କା ମିଳିଛି । ଶନିବାର ଅପରାହ୍ନ ସମୟରେ ରିଲାଏନସ୍‌ ପେଟ୍ରୋଲ ପମ୍ପ ନିକଟରେ ଗୋପ ଥାନା ଗିରିମା ଗ୍ରାମର ରମେଶ ରାଉତ (୪୫) ନାମକ ବ୍ୟକ୍ତି ଠିଆ ହୋଇଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ରମେଶ ରାସ୍ତାରେ ପଡି ସଜ୍ଞା ହରାଇଥିଲେ । ସ୍ଥାନୀୟ କେତେକ ଯୁବକ ଆହତଙ୍କୁ ଉଦ୍ଧାର କରି ନିମାପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ । ଚିକିତ୍ସା ହେଉଥିବା ସମୟରେ ରମେଶଙ୍କ ପକେଟରୁ କିଛି ଟଙ୍କା ଗଳିଡିଥିଲା । ସ୍ୱାସ୍ଥ୍ୟ ସେବିକା ସାଧନା ମହାପାତ୍ର ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀମାନେ ଟଙ୍କାକୁ ରଖି ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ କ୍ଷମାନିଧି ସେଠୀଙ୍କୁ ଜଣାଇଥିଲେ । ୬୫ହଜାର ଟଙ୍କା ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ଆଇ ତ୍ରୀନାଥ ପାତ୍ରଙ୍କ ପାଖରେ ଗଚ୍ଛିତ ରହିଛି । ଆହତଙ୍କ ପରିବାର ଭୁବନେଶ୍ୱରରେ ରହୁଛନ୍ତି । ପରିବାର ଆସିଲେ ଏହି ଟଙ୍କାକୁ ପୋଲିସ୍‌ ଉପସ୍ଥିତିରେ ହସ୍ତାନ୍ତର କରାଯିବ ବୋଲି ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!