Saturday, October 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରୁ ତୀର୍ଥ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୫ ଗୁରୁତର

by ସଞ୍ଜୟ ସ୍ୱାଇଁ
September 16, 2021
in Accident, State
ପୁରୀରୁ ତୀର୍ଥ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୫ ଗୁରୁତର
35
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ପୁରୀରୁ ତୀର୍ଥ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ। ବରଗଡ଼ ଘୁଲିପାଲି ଛକରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଛତିଶଗଡ଼ ମହାସମୁନ୍ଦ ଜିଲ୍ଲାର କିଛି ଶ୍ରଦ୍ଧାଳୁ ପୁରୀ ତୀର୍ଥ କରିବା ପାଇଁ ଆସିଥିଲେ। ଜଗନ୍ନାଥ ଦର୍ଶନ ସାରି ଫେରିବା ବେଳେ ବରଗଡ଼ ଘୁଲିପାଲି ଛକରେ ତୀର୍ଥଯାତ୍ରୀଙ୍କ ବୋଲେରୋ ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ଗାଡ଼ିରେ ଥିବା ଡ୍ରାଇଭରଙ୍କ ସମେତ ମୋଟ ୧୩ ଜଣଙ୍କ ମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ବୁର୍ଲା ବଡ଼ ମେଡିକାଲ ପଠାଯାଇଛି। ସେହିପରି ସମସ୍ତ ଆହତ ବରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!