Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
September 17, 2021
in Accident, State
ଟ୍ରକ୍ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର
30
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ସାତମାଇଲ ଛକରେ ଟ୍ରକ୍ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର । ମୃତକ ହେଲେ କୁଲେରବାହାଲି ଗାଁର ଅର୍ଜୁନ ବାଗ । ଗୁରୁତର ଲମ୍ବୋଦର ବଗର୍ତ୍ତି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ମୃତଦେହ ରଖି ବଲାଙ୍ଗିର-ସୋନପୁର ରାସ୍ତା ଅବରୋଧ କଲେ ସ୍ଥାନୀୟ ବାସିନ୍ଦା। ଟ୍ରକ୍ ଡ୍ରାଇଭର ପୁଇଁତଲା ପୋଲିସ ଅଟକ ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!