Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
September 30, 2021
in Accident, State
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ ଜଣେ ଗୁରୁତର
104
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଦୁର୍ଘଟଣା ନେଲା ଜୀବନ । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟ ରାଜପଥର କୁଲେଇ ଠାରେ ଥିବା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକକୁ ପଛ ପଟୁ ଧକ୍କା ଦେଲା ଟ୍ରକ । ଫଳରେଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ଦେବଗଡ଼ ଜିଲ୍ଲା ଡିମିରିକୁଦା ଗାଁ ର ସଞ୍ଜୟ କୁମାର ମଞ୍ଜି। ସୂଚନା ଅନୁସାରେ ଆଜି ଭୋରରୁ ଡ୍ରାଇଭର ଜଣକ ଆଇରନ୍ ଲୋଡ କରି ତାଳଚେର ଭୂଷଣ ପ୍ଲାଣ୍ଟକୁ ଯାଉଥିଲେ। ଭୁତିଆ ଛକ ନିକଟରେ ସେ ଟ୍ରକକୁ ଠିଆ କରି ଗାଡି ଚେକ୍ କରିବା ସମୟରେ। ଅନ୍ୟ ଏକ ଗାଡି କ୍ଷିପ୍ର ଗତିରେ ଆସି ଠିଆ ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲ। ଫଳରେ ଗାଡି ଚଢିଯାଇ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଯାଇଛି। ଗାଡି ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!