Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଘର ଭିତରକୁ ପଶିଗଲା ବାଲି ବୋଝେଇ ଟ୍ରକ୍

by ସଞ୍ଜୟ ସ୍ୱାଇଁ
October 1, 2021
in Accident, State
ଭାରସାମ୍ୟ ହରାଇ ଘର ଭିତରକୁ ପଶିଗଲା ବାଲି ବୋଝେଇ ଟ୍ରକ୍
35
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଘର ଭିତରକୁ ପଶିଗଲା ବାଲି ବୋଝେଇ ଟ୍ରକ୍। ଅଳ୍ପକେ ବର୍ତ୍ତିଗଲେ ଗୋଟିଏ ପରିବାର। ଗଞ୍ଜାମ ଜିଲ୍ଲା ଛତ୍ରପୁର କଲେଜ ଛକ ନିକଟରେ ଥିବା ସୀମା ନାୟକଙ୍କ ଘର ଭିତରକୁ ଏକ ବାଲି ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ପଶିଆସିଥିଲା। ତେବେ ସୌଭାଗ୍ୟବଶତଃ ୨ ଜଣ ଶିଶୁଙ୍କ ସମସ୍ତ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାନୁଯାୟୀ, ଛତ୍ରପୁର କଲେଜ ଛକ ନିକଟରେ ଥିବା ସୀମା ନାୟକଙ୍କ ଘର ଭିତରକୁ ଏକ ବାଲି ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ପଶି ଯାଇଛି। ସୀମାଙ୍କ ଘରର ପାଚେରି ଭାଙ୍ଗି ଟ୍ରକ୍‌ଟି ଘର ଭିତରକୁ ପଶିଯାଇଥିବା ବେଳେ ସୌଭାଗ୍ୟବଶତଃ ସୀମାଙ୍କୁ ଦୁଇ ପୁଅ ଏବଂ ପରିବାର ସଦସ୍ୟ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଛତ୍ରପୁର କଲେଜ ଛକ ନିକଟରେ ଜୈନିକ ଘରକୁ ବାଲି ଧରି ଯାଉଥିବା ବେଳେ ଟ୍ରକ୍ ଚାଳକ ଭାରସ୍ୟାମ ହରାଇ ଦେଇଥିଲା। ଯାହାଫଳରେ ଟ୍ରକର ପଛପଟି ସୀମାଙ୍କ ଘର ଭିତରେ ପଶିଯାଇଥିଲା। ଏହାଫଳରେ ଘରର ବହୁ ସାମଗ୍ରୀ ନଷ୍ଟ ହୋଇଯାଇଛି। ଟ୍ରକ୍ ଚାଳକର ବେପରୁଆ ଗାଡି ଚାଳନା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକ କହିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!