Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ବାଇକ୍ ଧକ୍କାରେ ଆହତ, ଡାକ୍ତରଖାନାରେ ଭର୍ତ୍ତି

by ସଞ୍ଜୟ ସ୍ୱାଇଁ
October 4, 2021
in Accident, State
ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ବାଇକ୍ ଧକ୍କାରେ ଆହତ, ଡାକ୍ତରଖାନାରେ ଭର୍ତ୍ତି
155
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ବାଇକ୍ ଦୁର୍ଘଟଣାରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଆହତ ହୋଇଛନ୍ତି । ତାଙ୍କର ହାତ ଓ ଗୋଡ଼ରେ ସାମାନ୍ୟ ଆଘାତ ଲାଗିଛି । ବିଧାୟକ ଅଙ୍ଗଦ କହଁର ବାଇକ୍ ଯୋଗେ ନିଜ ଗ୍ରାମ ପକାରୀ ନିକଟରେ ଥିବା ମନ୍ଦିରକୁ ଦର୍ଶନ କରିବାକୁ ଯାଉଥିଲେ । ବିପରୀତ ଦିଗରୁ ଏକ ବାଇକ୍ ଆସି ଧକ୍କା ଦେବା ଫଳରେ ସେ ବାଇକରୁ ଖସିପଡ଼ିବା ଫଳରେ ସେ ଆହତ ହୋଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେ ସୁସ୍ଥ ଥିବା ଡାକ୍ତର କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!