Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଜିରାଉତ ସେତୁ ନିକଟରେ ଦୁର୍ଘଟଣା, ରାସ୍ତାକଡକୁ ଖସିଲା ମହାଦେବ ବସ୍

by ସଞ୍ଜୟ ସ୍ୱାଇଁ
October 5, 2021
in Accident, State
ବାଜିରାଉତ ସେତୁ ନିକଟରେ ଦୁର୍ଘଟଣା, ରାସ୍ତାକଡକୁ ଖସିଲା ମହାଦେବ ବସ୍
78
VIEWS
Share on FacebookShare on Twitter

ଭୁବନ, (ବାଘୁଆବାର୍ତ୍ତା): ବାଜିରାଉତ ସେତୁ ନିକଟରେ ଦୁର୍ଘଟଣା ।:ଭାରସାମ୍ୟ ହରାଇ ପିକ୍ଅପକୁ ଧକ୍କାଦେଇ ରାସ୍ତା ପାର୍ଶ୍ବକୁ ଖସିଲା ମହାଦେବ ବସ। ଘଟଣାଟି ଘଟିଛି ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଛକରେ। ସୂଚନାନୁସାରେ, ଓଆର୦୯ଏନ୪୩୫୧ ନମ୍ବର ବିଶିଷ୍ଟ ଯାତ୍ରୀବାହୀ ବସଟି ଢେଙ୍କାନାଳରୁ ଆସି ଭୁବନରେ ଯାତ୍ରୀଙ୍କୁ ଓହ୍ଲାଇଥିଲା । ଡ୍ରାଇଭର ଜିତେନ୍ଦ୍ର ନିଜ ଘର ଗନ୍ଦିଆଁ ବ୍ଲକ ମନ୍ଦାର ପଞ୍ଚାୟତ ଅନ୍ତର୍ଗତ ଚିତଲପୁର ଫେରୁଥିବା ବେଳେ ଘଟିଥିଲା ଦୁର୍ଘଟଣା। ନୀଳକଣ୍ଠପୁର ଛକ ବାଜି ରାଉତ ସେତୁ ନିକଟ ରାସ୍ତା ପାର୍ଶ୍ବରେ ଏକ ପିକଅପକୁ ବସଟି ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଜିତେନ୍ଦ୍ରଙ୍କୁ ଗୁରୁତର ଅବସ୍ଥାରେ ଅଞ୍ଚଳବାସୀ ଉଦ୍ଧାର କରିଥିଲେ। ପରେ ଭୁବନ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କର ଡାହାଣ ଗୋଡ ଭାଙ୍ଗିଯାଇଥିବା କାରଣରୁ ଭୁବନ ଡାକ୍ତର ତାଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!