Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟେମ୍ପୋ-ବାଇକ୍‌ ମୁହାଁମୁହିଁ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ, ଅନ୍ୟ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
October 5, 2021
in Accident, State
ଟେମ୍ପୋ-ବାଇକ୍‌ ମୁହାଁମୁହିଁ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ, ଅନ୍ୟ ଜଣେ ଗୁରୁତର
56
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟେମ୍ପୋ-ବାଇକ୍‌ ମୁହାଁମୁହିଁ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ୱର ଜିଲ୍ଲା ସେରଗଡ଼-ଉଦଳା ରାଜ୍ୟପଥ ନୀଳଗିରି ନିକଟରେ ଘଟିଛି ଦୁର୍ଘଟଣା । କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ଖବର ଅନୁଯାୟୀ, ନୀଳଗିରି ପଟୁ ଏକ ତିନି ଚକିଆ ଟେମ୍ପୋ ଦ୍ରୁତ ଗତିରେ ଆସୁଥିଲା । ଏହି ସମୟରେ ସାମ୍ନା ପଟୁ ଆସୁଥିବା ୨ ବାଇକ୍‌ ଭାରସାମ୍ୟ ହରାଇ ଟେମ୍ପୋ ସହିତ ମୁହାଁମୁହିଁ ଧକ୍କା ହୋଇଥିଲେ । ଟେମ୍ପୋଟି ରବିନ୍ଦ୍ରଙ୍କ ଉପରେ ଚଢିଯାଇ ଆଗରେ ଓଲଟି ପଡିଥିଲା । ଯାହାଫଳରେ ରବିନ୍ଦ୍ରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ମୃତକ ସିମୁଳିଆ ଗାଁର ରବିନ୍ଦ୍ର ମହଲ ଗୁରୁତର ହୋଇଥିବା ବେଳେ କାହାଳିଆ ଗାଁର ସତ୍ୟରଞ୍ଜନ ନାୟକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଘଟଣାସ୍ଥଳରେ କ୍ଷତିପୂରଣ ଦାବିରେ ଉତ୍ତେଜନା ଲାଗି ରହିଥିବା ବେଳେ ରାସ୍ତାରୋକ କରାଯାଇଛି । ନୀଳଗିରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!