Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଅକାଳରେ ଚାଲିଗଲା ମହିଳାଙ୍କ ଜୀବନ, ୪ ଗୁରୁତର

by ସଞ୍ଜୟ ସ୍ୱାଇଁ
October 14, 2021
in Accident, State
ଦୁର୍ଘଟଣାରେ ଅକାଳରେ ଚାଲିଗଲା ମହିଳାଙ୍କ ଜୀବନ, ୪ ଗୁରୁତର
158
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଦୁର୍ଘଟଣାରେ ଅକାଳରେ ଚାଲିଗଲା ମହିଳାଙ୍କ ଜୀବନ । କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାର ଖାଲକଟାପାଟଣା ଠାରେ ଟ୍ରାଭେରା ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ମହେଶ୍ୱର ମହାନ୍ତି ଓ ଛଇତନାର ପ୍ରକାଶ କୁମାର ବେହେରାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ଟ୍ରାଭେରାଟି ପୁରୀରୁ କୋଣାର୍କ ଅଭିମୁଖେ ଯାଉଥିବାବେଳେ, ମ୍ୟାଜିକ ଅଟୋଟି କୋଣାର୍କରୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ହୋଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!