Monday, July 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଓଲଟିଲା ମନ୍ତ୍ରୀଙ୍କୁ ଏସକର୍ଟ କରି ନେଉଥିବା ଗାଡ଼ି

by ସଞ୍ଜୟ ସ୍ୱାଇଁ
October 17, 2021
in Accident, State
ଭାରସାମ୍ୟ ହରାଇ ଓଲଟିଲା ମନ୍ତ୍ରୀଙ୍କୁ ଏସକର୍ଟ କରି ନେଉଥିବା ଗାଡ଼ି
103
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଓଲଟିଲା ମନ୍ତ୍ରୀଙ୍କୁ ଏସକର୍ଟ କରି ନେଉଥିବା ଗାଡ଼ି। ଗଜପତି ଜିଲ୍ଲା ଅଡ଼ବା ଥାନା ଉଲିଆପଦା ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା। ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଆଜି ରାୟଗଡ଼ାରୁ ଭୁବନେଶ୍ୱର ଫେରୁଥିଲେ। ପାରଳାଖେମୁଣ୍ଡିରୁ ତାଙ୍କୁ ଏସକର୍ଟ କରି ନେଉଥିବା ପୁଲିସ୍ ଗାଡ଼ି ଉଲିଆପଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଏଥିରେ ୫ ଜଣ ପୁଲିସ୍ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ବିରିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଏବେ ସ୍ଥିର ଥିବା ଜଣାପଡ଼ିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!