Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଡ଼ିଗଲା ତେଲ ଟ୍ୟାଙ୍କର: ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
April 8, 2021
in Accident, Breaking
ମାଡ଼ିଗଲା ତେଲ ଟ୍ୟାଙ୍କର: ଚାଲିଗଲା ଜୀବନ
507
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଲସି ଦୋକାନ ଉପରେ ମାଡ଼ିଗଲା ତେଲ ଟ୍ୟାଙ୍କର ଟ୍ରକ୍ । ଯାହାଫଳରେ ଲସି ଦୋକାନ ଭିତରେ ଥିବା ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ଦୁର୍ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି । ଏଭଳି ଘଟଣା ଘଟିଛି କଟକ ଜଗତପୁର ଅଞ୍ଚଳରେ । ସୂଚନାନୁସାରେ, କଟକ ଜଗତପୁର ଭଏରପୁର ନିକଟରେ ଥିବା ଏକ ଲସି ଦୋକାନ ଉପରକୁ ଏକ ତେଲ ଟୂାଙ୍କର ଟ୍ରକ ମାଡ଼ିଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଲସି ଦୋକାନ ଭିତରେ ବସିଥିବା ଜଣେ ଗ୍ରାହାକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୋକାନୀ ସହିତ ୩ଜଣ ବ୍ୟକ୍ତି ଗୁରୁତର ଆହାତ ହୋଇଥିବା ଜଣାପଡିଛି । ଗୁରୁତର ଥିବା ବ୍ୟକ୍ତିମାନଙ୍କୁ କଟକ ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ଜଗତପୁର ପୁଲିସ ଘଟଣାସ୍ଥଳରେ ପହଞ୍ôଚ ତଦନ୍ତ କରୁଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!