Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ଜଣଙ୍କର ମୃତ୍ୟୁ, ୫ ଆହତ

by ସଞ୍ଜୟ ସ୍ୱାଇଁ
October 22, 2021
in Accident, State
ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ଜଣଙ୍କର ମୃତ୍ୟୁ, ୫ ଆହତ
172
VIEWS
Share on FacebookShare on Twitter

ଚୌଦ୍ବାର, (ବାଘୁଆବାର୍ତ୍ତା): ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ଟାଙ୍ଗି ବନ୍ଦାଳସ୍ଥିତ ୫୫ନଂ ଜାତୀୟ ରାଜପଥ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୂଚନାଯୋଗ୍ୟ ଯେ, କୋଲକାତାରୁ ପୁରୀ ଅଭିମୁଖେ ଯାଉଥିଲା ଶ୍ରୀକୁଞ୍ଜ ଯାତ୍ରୀବାହୀ ବସ୍। ଟାଙ୍ଗି ବନ୍ଦାଳସ୍ଥିତ ୫୫ନଂ ଜାତୀୟ ରାଜପଥ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ କଟକ ଏସ୍‌ସିବି ସ୍ଥାନାନ୍ତର କରାଯାଇଛି। ଏହି ବସରେ ପ୍ରାୟ ୬୦ ଯାତ୍ରୀ ଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ଘଟଣାସ୍ଥଳରେ ଟାଙ୍ଗି ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!