Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାମକଲା ବେଳେ ଚାଲିଗଲା ଦୁଇ ଜୀବନ

by ସଞ୍ଜୟ ସ୍ୱାଇଁ
April 15, 2021
in Accident, State
କାମକଲା ବେଳେ ଚାଲିଗଲା ଦୁଇ ଜୀବନ
341
VIEWS
Share on FacebookShare on Twitter

ନୟାଗଡ(ବାଘୁଆବାର୍ତା): କଟକ ସିଡିଏ ସେକ୍ଟର ୧୦ରେ ସ୍ୱେରେଜ କାମବେଳେ ଆଜି ଏକ ବଡ଼ ଅଘଟଣ ଘଟିଛି । ସ୍ୱେରେଜ କାମବେଳେ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ, ଆଜି ସକାଳ ୧୧.୩୦ରେ ଉକ୍ତ ସ୍ୱେରେଜ କାମ ଚାଲିଥିବାବେଳେ ପ୍ରଥମେ ଜଣେ ଶ୍ରମିକ ଏକ ଖାଲ ମଧ୍ୟ ପଶିଥିଲେ । ସେଠାେ ସେ ଫସିଯାଇଥିବା ଜଣାପଡ଼ିବା ପରେ ଆଉ ଜଣେ ତାଙ୍କୁ ଉଦ୍ଧାର କରିବା ପାଇଁ ଉକ୍ତ ଖାଲରେ ପଶିଥିଲେ । ତେବେ ଉଭୟ ଯେତେବେଳେ ବାହାରକୁ ନବାହାରିଲେ ସେତେବେଳେ ତୃତୀୟ ବ୍ୟକ୍ତି ଜଣକ ତା’ ମଧ୍ୟରେ ପଶିଥିଲେ । ତେବେ ୩ ଜଣ ଯେତେବେଳେ ବାହାରକୁ ନବାହାରିଲେ ସେତେବେଳେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୁଲିସକୁ ଖବର ଦିଆଯାଇଥିଲା । ସେମାନେ ଆସିବା ପରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିୀକାଲରେ ଭର୍ତ୍ତି କରାଯାଇଛି । ତେବେ ସେଠାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ଗତ କିଛି ଦିନ ତଳେ ମଧ୍ୟ ସ୍ୱେରେଜ କାମବେଳେ କିଛି ଶ୍ରମିକ ଶ୍ୱାସରୁଦ୍ଧ ହୋଇଥିବା ଖବର ସାମନାକୁ ଆସିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!