Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

by Anil Panda
May 31, 2020
in Accident
ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ
10
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ କିଶୋରପ୍ରସାଦ ପଞ୍ଚାୟତ ଖଲିସରା ଗ୍ରାମରେ ହେଉଥିବା ନାଳ କାମକୁ ଗୋଡ଼ି ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଓଲଟି ପଡିବା ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ଟ୍ରାକ୍ଟରଟି ଓଲଟି ପଡ଼ିବାରୁ ଡ୍ରାଇଭରଙ୍କ ଛାତି ଉପରେ ଟ୍ରାକ୍ଟରଟି ମାଡି ବସିଥିଲା । ଘଟଣାସ୍ଥଳରେ ଥିôବା ଲୋକେ ତାଙ୍କୁ ଟ୍ରାକ୍ଟର ତଳୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସମ୍ଭବ ହୋଇ ନଥିଲା । ପରେ ଏକ ଜେସିବି ସାହାର୍ଯ୍ୟରେ ଟ୍ରାକ୍ଟରଟିକୁ ହଟାଇବା ପରେ ଉକ୍ତ ଡ୍ରାଇଭରଙ୍କୁ ସେଠାରୁ ଏକ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଗଣିଆ ମେଡିକାଲକୁ ଅଣାଯାଇଥିଲା । ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ନୟାଗଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଜଣକ ଗଣିଆ ବ୍ଲକ କିଶୋରପ୍ରସାଦ ପଞ୍ଚାୟତ ପାଣ୍ଡରାସିଙ୍ଗା ଗ୍ରାମର ସନାତନ ରାଉତଙ୍କ ପୁଅ ମହରଗ ରାଉତ ବୋଲି ଜଣାପଡିଛି । ନୟାଗଡରେ ଗଣିଆ ଥାନା ଅଧିକାରୀ ଦୀପକ କୁମାର ଖଣ୍ଡାୟତରାୟ ପହଞ୍ଚି ଶବଟିକୁ ଜବତ କରି ବ୍ୟବେଚ୍ଛଦ କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!