Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଟି-ବୋଲେରୋ ମୁହାଁମୁହିଁ ଧକ୍କା:୨ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
November 22, 2021
in Accident, Breaking
କୁକୁଡା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ୧୦ ଚକିଆ ଟ୍ରକ, ଟ୍ରକ ଡ୍ରାଇଭର ମୃତ
86
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ୨୬ନଂ ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଜାତୀୟ ରାଜପଥ ଅଞ୍ଚଳ ବାସିନ୍ଦା ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି । ଉଭୟ ପାର୍ଶ୍ଵରେ ବହୁ ସଂଖ୍ୟାରେ ଜାନବାହାନ ଅଟକି ରହିଛି । ସୂଚନାନୁସାରେ, କୋରାପୁଟ ଜିଲ୍ଲା ୨୬ନଂ ଜାତୀୟ ରାଜପଥ ବଗେଇ ପଦର ନିକଟରେ ସ୍କୁଟି ସହ ବୋଲୋରୋ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି । ଘଟଣାସ୍ଥଳରେ ଜଣେ ଓ କୋରାପୁଟ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଗୋପୀ ଖୋସଲା ଓ ଆଲୁଆ ଖୋସଲା । କୋରାପୁଟରୁ କୋଲାବ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ କୋରାପୁଟ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!