Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକଅପ ଭ୍ୟାନ ସହ ଡିଜାଏର କାର ଧକା, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 11, 2021
in Accident
ପିକଅପ ଭ୍ୟାନ ସହ ଡିଜାଏର କାର ଧକା, ଜଣେ ମୃତ
263
VIEWS
Share on FacebookShare on Twitter

ବୋରିଗୁମ୍ମା (ବାଘୁଆବାର୍ତ୍ତା): କୋରାପୁଟ ରାଜ୍ୟ ଜାତୀୟ ରାଜପଥ ପୂଜାରିପୁଟ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ଡିଜାଏର କାର ସହ ଏକ ପିକଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଜଣକ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ କୋଟପାଡର ସନ୍ତୋଷ ପଣ୍ଡା । ବୋରିଗୁମ୍ମାରୁ କୋରାପୁଟ ଅଭିମୁଖେ ଏକ ଡିଜାଏର ଗାଡ଼ି ଯାଉଥିବା ବେଳେ ବିପରିତ ଦିଗରୁ ଏକ ପିକଅପ ଭ୍ୟାନ ଆସି ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ କୋଟପାଡର ସନ୍ତୋଷ ପଣ୍ଡାଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ଜଣେ ଆହତ ହୋଇଛନ୍ତି । କୋଟପାଡର ବରିଷ୍ଠ ବିଜେଡି ନେତା ରଞ୍ଜୁ ପାତ୍ର ଗୁରୁତର ଆହାତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତଦେହକୁ ପୋଲିସ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ଘଟଣାରେ ପୋଲିସ ତଦନ୍ତ କରୁଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!