Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡକ ଦୁର୍ଘଟଣା, ୩ ମୃତ ୨ ଗୁରୁତର

by ସଞ୍ଜୟ ସ୍ୱାଇଁ
May 15, 2021
in Accident, State
ସଡକ ଦୁର୍ଘଟଣା, ୩ ମୃତ ୨ ଗୁରୁତର
476
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମର୍ମନ୍ତୁଦ ସଡକ ଦୁର୍ଘଟଣା । ପୋଲ ତଳକୁ ଖସିଲା କାର । ଘଟଣାସ୍ଥଳରେ ୩ ମୃତ ହୋଇଥିବା ବେଳେ ୨ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛଇନ୍ତି । ଦୁର୍ଘଟଣାଗ୍ରସ୍ତ କାରଟି ବାରିପଦାରୁ – ଭୁବନେଶ୍ୱର ଆସୁଥିଲା । ବାଲେଶ୍ୱରର ବାମପଦା ନିକଟରେ ଟ୍ରକକୁ ପିଟି ଦୁର୍ଘଟଣାଗ୍ରସ୍ତ ହୋଇଛି କାର । ଏଥିରେ କାରରେ ଥିବା ୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି । ସେହିଭଳି ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!