Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇ ଆଗରେ ଚାଲିଗଲା ଭଉଣୀ ଜୀବନ, ଭାଇ ଡାକ୍ତରଖାନାରେ ଭର୍ତ୍ତି

by ସଞ୍ଜୟ ସ୍ୱାଇଁ
May 20, 2021
in Accident, State
ଭାଇ ଆଗରେ ଚାଲିଗଲା ଭଉଣୀ ଜୀବନ, ଭାଇ ଡାକ୍ତରଖାନାରେ ଭର୍ତ୍ତି
266
VIEWS
Share on FacebookShare on Twitter

ବାଲେଶ୍ୱର (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ଇଟାମସିଦା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକକୁ ପଛପଟୁ ଧକ୍କା ଦେଇଛି ଡମ୍ପର । ଦୁର୍ଘଟଣାରେ ଭଉଣୀ ଜୀବନ ଚାଲି ଯାଇଥିବା ବେଳେ ଭାଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛି । ଏକ ବାଇକରେ ଶିବ ଶଙ୍କର ତାଙ୍କ ଭଉଣୀ ମଞ୍ଜୁଲତାଙ୍କୁ ବସାଇ ଆସୁଥିଲେ । ଏହି ସମୟରେ ଇଟାମସିଦା ଛକ ନିକଟରେ ବାଇକ ପଛପଟୁ ଡମ୍ଫରଟି ଧକ୍କା ଦେଇଥିଲା । ଘଟଣାସ୍ଥଳରେ ମଞ୍ଚୁଲତାଙ୍କ ମୃତ୍ୟୁ ଘଟିଥିଲା । ଭାଇ ଶିବଶଙ୍କର ଗୁରୁତର ହୋଇଥିଲେ । ଶିବଶଙ୍କର ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!