Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣା ପରେ ଜୀବନ୍ତ ଦଗ୍ଧ ହୋଇଗଲେ ଟ୍ରକ ଡ୍ରାଇଭର

by ସଞ୍ଜୟ ସ୍ୱାଇଁ
June 2, 2021
in Feature News
କୁକୁଡା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ୧୦ ଚକିଆ ଟ୍ରକ, ଟ୍ରକ ଡ୍ରାଇଭର ମୃତ
141
VIEWS
Share on FacebookShare on Twitter

ଢେଙ୍କାନାଳ,(ବାଘୁଆବାର୍ତ୍ତା): ହାଇୱାକୁ ପଛପଟୁ ପିଟିଲା ହାଇୱା । ଦୁର୍ଘଟଣା ପରେ ରାସ୍ତା ଉପରେ ଜଳିଗଲା ଗାଡି । ଗାଡି ଭିତରେ ଜୀବନ୍ତ ଦଗ୍ଧ ହୋଇଗଲେ ଡ୍ରାଇଭର । ମୃତ ଡ୍ରାଇଭର ଜଣଙ୍କ ହେଉଛନ୍ତି ଝାଡଖଣ୍ଡର ସୁନୀଲ ଯାଦବ । ଆଶ ଟ୍ରକ କମ୍ପାନୀର ଏକ ହାଇୱା ଢେଙ୍କାନାଳ ଜିଲ୍ଲା କଂଟାବଣିଆ ସ୍ଥିତ ବିଆରଜି ପ୍ଲାଂଟରୁ ପାଉଁଶ ବୋଝେଇ କରି କାମାକ୍ଷାନଗରରେ ଜାତୀୟ ରାଜପଥ ସଂପ୍ରସାରଣ କାମକୁ ଆସୁଥିଲା ।କାମାକ୍ଷାନଗର ଜଡାପାଳ ନିକଟରେ ରାସ୍ତାକଡରେ ଛିଡା ହୋଇଥିବା ଏକ ହାଇୱାକୁ ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ, ଗାଡିଟି ଜଳିଯାଇଛି । ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁ ଲିଭାଇଛନ୍ତି |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!