Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏନ୍‌ଏଚ୍‌ରେ ଟ୍ରକ ଦୁର୍ଘଟଣା, ଡ୍ରାଇଭର ମୃତ

by Anil Panda
August 20, 2020
in Accident, Nayagarh
ଏନ୍‌ଏଚ୍‌ରେ ଟ୍ରକ ଦୁର୍ଘଟଣା, ଡ୍ରାଇଭର ମୃତ
959
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଚାନ୍ଦପୁର କନ୍ଧ ନୟାଗଡ଼ ଜାତୀୟ ରାଜପଥରେ ଏକ ଟ୍ରକ ଭୋର ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି । କଲିକତାରୁ ଚେନ୍ନାଇ ଯାଉଥିବା ଏକ କାର୍ବୋନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଓଲଟି ପଡ଼ିଥିଲା । ଖବରପାଇ ଚାନ୍ଦପୁର ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡା ସଦଳବଳେ ଘଟଣାସ୍ଥଳରେ ପହଂଚି ଦୁର୍ଘଟଣା ଗ୍ରସ୍ତ ଟ୍ରକରୁ ଡ୍ରାଇଭର ଏବଂ ହେଲପର୍‌ଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିବା ବେଳେ ଡ୍ରାଇଭରର ମୃତ୍ୟୁ ଘଟିଥିବା ଏବଂ ହେଲପର ଆହାତ ଅବସ୍ଥାରେ ଚିକିତ୍ସାଧିନ ଥିବା ଜଣାଯାଇଛି । ମୃତ ଡ୍ରାଇଭରଙ୍କ ଶବ ବ୍ୟବଚ୍ଛେଦ ପାଇଁ ରଣପୁର ପଠାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!