Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ ସହ ଟ୍ରକ ଧକ୍କା, ଜଣେ ମୃତ ଦୁଇ ଗରୁତର

by ସଞ୍ଜୟ ସ୍ୱାଇଁ
June 3, 2021
in Accident, State
ବାଇକ ସହ ଟ୍ରକ ଧକ୍କା, ଜଣେ ମୃତ ଦୁଇ ଗରୁତର
127
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଟ୍ରକ ସହ ବାଇକ ଧକ୍କା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ରାଳବ ଛକ ନିକଟରେ ଏକ ଟ୍ରକ ସହ ବାଇକର ଧକ୍କା ହୋଇଛି । ଯାହାଫଳରେ କି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତକ ପୁରୁଷୋତ୍ତମପୁର ଥାନା ଜାମୁନି ଗାଁ କୁନା ମୁନି ବୋଲି ଜଣାପଡିଛି । ସେହିପରି ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି । ୨ ଗୁରୁତର ବ୍ୟକ୍ତିଙ୍କ ନାମ ରଘୁନାଥ ମହାନ୍ତି ଓ ସନ୍ତୋଷ ପାଣିଗ୍ରାହୀ ବୋଲି ସୂଚନା ରହିଛି । ଉଭୟଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!