Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋ ଉପରେ ଚଢିଗଲା ଟ୍ରକ୍, ଡ୍ରାଇଭର ମୃତ

by ସଞ୍ଜୟ ସ୍ୱାଇଁ
June 4, 2021
in Accident, State
ଅଟୋ ଉପରେ ଚଢିଗଲା ଟ୍ରକ୍, ଡ୍ରାଇଭର ମୃତ
281
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ପୁଣି ବୁର୍ଲା ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଟୋ ଉପରେ ମାଡି ଗଲା ଟ୍ରକ୍ । ଫଳରେ ଦୁର୍ଘଟଣାରେ ଅଟୋଟି ଚୁରମାର ହୋଇଯାଇଥିବା ବେଳେ ଅଟୋ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଦୁର୍ଘଟଣାଗ୍ରସ୍ତ ଅଟୋଟି କେଉଁ ଅଞ୍ଚଳର ଏବଂ ମୃତ ଡ୍ରାଇଭରଙ୍କ ପରିଚୟ ମିଳିପାରି ନାହିଁ । ଘଟଣା ସ୍ଥଳରେ ବୁର୍ଲା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଅନ୍ୟପଟେ ଦୁର୍ଘଟଣା ଘଟେଇଥିବା ଟ୍ରକଟି ଘଟଣାସ୍ଥଳରୁ ଫେରାର ହେବାକୁ ଉଦ୍ୟମ କରୁଥିବା ବେଳେ କତାପାଲି ଛକ ନିକଟରେ ପୁଲିସ ଟ୍ରକକୁ ଧରିଥିବା ଜଣା ପଡ଼ିଛି । ତେବେ ଏହି ଦୁର୍ଘଟଣାଟି ମହାନଦୀ ପୋଲ ଉପରେ ଘଟିଥିବାରୁ ବରଗଡ଼- ସମ୍ବଲପୁର ଜାତୀୟ ରାଜପଥର ଉଭୟ ପଟରେ ହଜାର ହଜାର ଯାନ ବାହାନ ଅଟକି ରହିବା ସହିତ ଟ୍ରାଫିକ୍ ଜାମ ପରିସ୍ଥିତି ସୃଷ୍ଟି ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!