Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍ ଚାପାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
July 5, 2021
in Accident, State
ଟ୍ରକ୍ ଚାପାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ
100
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ଚାପାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ । କଣ୍ଟାବାଞ୍ଜି ପୁଞ୍ଜିପଥର ଛକ ନିକଟରେ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରୁ ବଙ୍ଗୋମୁଣ୍ଡା ଯାଉଥିବା ବେଳେ ୪୨ ନମ୍ବର ରାଜ୍ୟ ରାଜପଥ ପୁଞ୍ଜିପଥର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ୍ ଚାପାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ କଣ୍ଟାବାଞ୍ଜି ଥାନା କୁକୁଡାହାଡ଼ ଗାଁର ବକ୍ତାବର ଯୁଗନିଆ । ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର ଥିବାବେଳେ କଣ୍ଟାବାଞ୍ଜି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!