Monday, June 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଞ୍ଜିନିୟରଙ୍କ ଉପରେ ଚଢିଗଲା ଟ୍ରକ୍

by ସଞ୍ଜୟ ସ୍ୱାଇଁ
July 8, 2021
in Accident, State
ଇଞ୍ଜିନିୟରଙ୍କ ଉପରେ ଚଢିଗଲା ଟ୍ରକ୍
230
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା) : ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ଟ୍ରକ । ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଲେ ବାଇକ ଚାଳକ । ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପାଟଣା ଅଞ୍ଚଳରେ । ପାଟଣା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି । ଏକ ଟ୍ରକ୍ ବାଇକ୍ ଉପରେ ଚଢିଯିବାରୁ ଆରୋହୀ ଜଣଙ୍କ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଛନ୍ତି ।ମୃତକ ହେଲେ ବାରିପଦା ବୁଢ଼ାମରା ଅଞ୍ଚଳର ବେଣୁଧର ଗୋଛାୟତ । ସେ କେନ୍ଦୁଝର ଆଗ୍ରୋ ଇଲେକଟ୍ରିକାଲରେ ଯନ୍ତ୍ରୀ ଭାବେ କାର୍ୟ୍ୟରତ । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!