Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଇଞ୍ଜିନିୟରଙ୍କ ମୃତ୍ୟୁ, ୭ ଆହତ

by ସଞ୍ଜୟ ସ୍ୱାଇଁ
July 10, 2021
in Accident, State
ଦୁର୍ଘଟଣାରେ ଇଞ୍ଜିନିୟରଙ୍କ ମୃତ୍ୟୁ, ୭ ଆହତ
70
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁଇଟି କାର୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ୭ ଜଣ ଆହତ ହୋଇଛନ୍ତି । ଖୋର୍ଦ୍ଧା ଅଞ୍ଚଳର ଇଞ୍ଜିନିୟର ସନ୍ତୋଷ କୁମାର ସାମନ୍ତରାୟ ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ତମାଣ୍ଡୋ-ଯାଆଁଳା ମଧ୍ୟ ରାସ୍ତାରେ ଥିବା ପେଟ୍ରୋଲ ପମ୍ପ୍ ସମ୍ମୁଖରେ ତାଙ୍କ କାର୍ କୁ ବିପରୀତ ଦିଗକୁ ଆସୁଥିବା ଅନ୍ୟ ଏକ କାର୍ ଧକ୍କା ଦେଇଥିଲା । ଫଳରେ ଇଞ୍ଜିନିୟର ସନ୍ତୋଷ କୁମାର ସାମନ୍ତରାୟଙ୍କର ମୃତ୍ୟୁ ହୋଇଛି । ଉଭୟ କାରରେ ଥିବା ୭ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!