Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜରଡା ଘାଟି ନିକଟରେ ଭାରସମ୍ୟ ହରାଇ ଓଲଟିଲା ଯାତ୍ରାପାଟି ବସ୍‌

by ସଞ୍ଜୟ ସ୍ୱାଇଁ
May 12, 2022
in Accident, State
ଜରଡା ଘାଟି ନିକଟରେ ଭାରସମ୍ୟ ହରାଇ ଓଲଟିଲା ଯାତ୍ରାପାଟି ବସ୍‌
114
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ଢେଙ୍କାନାଳ ଅନ୍ତର୍ଗତ କାମାକ୍ଷାନଗରରେ ଓଲଟିଲା ମା ଜଗଦମ୍ବା ଯାତ୍ରାପାଟିର ବସ । ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ବେଳେ ଦୁଇ ଜଣ ଆହାତ ହୋଇଛନ୍ତି। ଆହାତ ଦ୍ବୟଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ବସଟି କଙ୍କଡ଼ାହାଡ଼ରୁ ଗଡପଳାଶୁଣି ଦେଇ ରେଙ୍ଗାଳି ଅଭିମୁଖେ ଯାଉଥିବା ବେଳେ ଜରଡା ଘାଟି ନିକଟରେ ଭାରସମ୍ୟ ହରାଇ ଓଲଟି ପଡ଼ିଥିଲା। ବସରେ ୩୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିବା ଅନୁମାନ କରାଯାଉଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!