Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ବାଇକ୍ ଆରୋହୀ ମୃତ

by ସଞ୍ଜୟ ସ୍ୱାଇଁ
July 12, 2021
in Accident, State
ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ବାଇକ୍ ଆରୋହୀ ମୃତ
183
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା । ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ । ନୂଆପଡା ଜିଲ୍ଲା କୋମନା ଥାନା ଜଡାମୁଣ୍ଡା ଛକରେ ଘଟିଛି ଏଭଳି ଅଭାବନୀୟ ଘଟଣା । ନୂଆପଡା ଜିଲ୍ଲା କୋମନା ଥାନା ଜଡାମୁଣ୍ଡା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ତରବୋଡ ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!