Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘମାରୀ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 15, 2022
in Accident, State
ବାଘମାରୀ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ
280
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ବାଘମାରୀ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ମୃତକ କୁରୁମି ଗ୍ରାମର ଲକ୍ଷଣ ବେହେରା । ମୃତକ ବାଇକ ଯୋଗେ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ବେଳେ ବାଘମାରୀ ଛକ ନିକଟରେ ଅଜଣାଗାଡ଼ି ଧକ୍କା ଦେଇଥିଲା। ବାଇକ୍ ଆରୋହୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାକୁ ପଠା ଯାଇଥିଲା । ବାଘମାରୀ ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି । ତେବେ ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଫେରାର ହୋଇଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!