Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ କ୍ୟାବିନରେ ଫସିଗଲେ ଡ୍ରାଇଭର, ଉଦ୍ଧାର କଲା ଅଗ୍ନିଶମ ବାହିନୀ

by ସଞ୍ଜୟ ସ୍ୱାଇଁ
May 16, 2022
in Accident, State
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ କ୍ୟାବିନରେ ଫସିଗଲେ ଡ୍ରାଇଭର, ଉଦ୍ଧାର କଲା ଅଗ୍ନିଶମ ବାହିନୀ
52
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ କ୍ୟାବିନରେ ଫସିଗଲେ ଡ୍ରାଇଭର । ଟ୍ରକରେ ଫସି ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ । ଖବର ଅନୁଯାୟୀ, ବାଲେଶ୍ବର ଜିଲ୍ଲା ଜାତୀୟ ରାଜପଥ ନୂଆନଈ ପୋଲ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଗୋଟିଏ ଟ୍ରକର ଡ୍ରାଇଭର ଟ୍ରକର ଆଗ କ୍ୟାବିନରେ ଫସି ଯାଇଥିଲେ । ଅଗ୍ନିଶମ ବାହିନୀର ଟିମ୍ ସେଠାରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!