Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡକୁ ଖସି ଗଛରେ ପିଟି ହେଲା କାର, ଜଣେ ମୃତ ୨ ଗୁରୁତର

by ସଞ୍ଜୟ ସ୍ୱାଇଁ
July 13, 2021
in Accident, Nayagarh, State
ରାସ୍ତା କଡକୁ ଖସି ଗଛରେ ପିଟି ହେଲା କାର, ଜଣେ ମୃତ ୨ ଗୁରୁତର
79
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ଗଛରେ ପିଟିହୋଇ ରାସ୍ତାକଡକୁ ଖସିଲା କାର୍ । ଜଣେ ମୃତ ଦୁଇଜଣ ଗୁରୁତର । ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଭୋଗରାଇ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଗୁରୁତରମାନେ ହେଲେ ପପୁ ଏବଂ ଅଶ୍ଵିନୀ ମହାରଣା । ସମସ୍ତେ ଫୁଲବାଣୀ ଅଞ୍ଚଳର ବୋଲି ଜଣା ପଡିଛି । କାର୍‌ଟି ଫୁଲବାଣୀରୁ ଭୁବନେଶ୍ଵର ଯାଉଥିବାବେଳେ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଭୋଗରା ନିକଟରେ ଥିବା ଏକ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା କଦମ୍ବ ଗଛରେ ପିଟି ହୋଇଥିଲା । ମୃତାହତଙ୍କୁ ଦଶପଲ୍ଲା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!