Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡ଼ରେ ଛିଡା ହୋଇ କଥା ହେଉଥିବା ବେଳେ ମାଡିଗଲା କାର, ୨ ମୃତ, ୧ ଗୁରୁତର

by ସଞ୍ଜୟ ସ୍ୱାଇଁ
July 18, 2021
in Accident, State
ରାସ୍ତା କଡ଼ରେ ଛିଡା ହୋଇ କଥା ହେଉଥିବା ବେଳେ ମାଡିଗଲା କାର, ୨ ମୃତ, ୧ ଗୁରୁତର
263
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମ୍ପାପଡା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । କାର୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ରାସ୍ତାକଡ଼ରେ ଛିଡ଼ା ହୋଇଥିବା ସମୟରେ ଦ୍ରୁତ ଗତିରେ ଏକ କାର ଆସି ଏହି ଦୁର୍ଘଟଣା ଘଟାଇଥିବା ଜଣାପଡ଼ିଛି । ତିନି ଜଣ ରାସ୍ତା କଡ଼ରେ ଠିଆ ହୋଇ କଥା ହେଉଥିବା ବେଳେ ଭଞ୍ଜନଗରରୁ ଭୁବନେଶ୍ୱର ଆଡ଼କୁ ଯାଉଥିବା ଏକ କାର ଦ୍ରୁତଗତିରେ ଆସି ସେମାନଙ୍କ ସହ ବାଇକ ଓ ସାଇକେଲକୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ମୃତକମାନେ ହେଲେ ଯାତ୍ରା ଗ୍ରାମର ପ୍ରଭାକର ମହାନ୍ତି ଓ ଆମ୍ବପୁଆ ଗ୍ରାମର ସନ୍ତୋଷ ସେଠି ଏବଂ ଗୁରୁତର ଜଣକ ହେଲେ କୁମ୍ପାପଡା ଗ୍ରାମର ବିଜୟ ସେଠୀ। ତେବେ ଗୁରୁତର ଅବସ୍ଥାରେ ବିଜୟଙ୍କୁ ଅଗ୍ନିଶମ ବାହିନୀ ଜଗନ୍ନାଥପ୍ରସାଦ ଡାକ୍ତରଖାନାରେ ଭର୍ତ୍ତି କରିଛି। କାର ଭିତରେ ବସିଥିବା ଦୁଇ ଜଣ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେମାନଙ୍କୁ ପୋଲିସ ଅଟକ ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!