Sunday, November 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋ ଦୁର୍ଘଟଣା, ଜଣଙ୍କ ସନ୍ଦେହ ଜନକ ମୃତ୍ୟୁ

by Anil Panda
September 10, 2020
in Feature News
ଅଟୋ ଦୁର୍ଘଟଣା, ଜଣଙ୍କ ସନ୍ଦେହ ଜନକ ମୃତ୍ୟୁ
832
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବଜାରରେ ଗତକାଲି ରାତିରେ ଏକ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ଅଟୋ ଚାଳକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଥିବା ଜଣାଯାଇଛି । ସୂଚନାନୁସାରେ, ଗତକାଲି କଳସାଖମଣ ଅଂଚଳର ଆର୍ତ୍ତତ୍ରାଣ ସାହୁ ତାଙ୍କ ଅଟୋ ଧରି ଦଶପଲ୍ଲା ବଜାରକୁ ଆସିଥିଲେ । କୈାଣସି କାମରେ କୁଟିବାରୀ ଗ୍ରାମର ପାଣୁ ଦିହୁଡ଼ୀ ତାଙ୍କ ସହ ଦଶପଲ୍ଲା ଆସିଥିବା ବେଳେ ସେମାନେ କାମ ସାରି ରାତି ୧୦ଟା ବେଳକୁ ଫେରୁଥିଲେ । ରାତିରେ ଦଶପଲ୍ଲାରେ ଥିବା ଏକ ଢାବାରେ ଖାଆପିଅ କରି ଉଭୟ ଫେରୁଥିବା ସମୟରେ ହିରୋ ସୋରୁମଠାରେ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି । ଦୁର୍ଘଟଣା ଗ୍ରସ୍ତ ଗାଡ଼ି ଭିତରୁ ଆର୍ତ୍ଥତ୍ରାଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ତାଙ୍କ ଗଳା କଟା ଯାଇଥିବା ଦେଖିବାକୁ ମିଳିଛି । ଅନ୍ୟପକ୍ଷେ, ତାଙ୍କ ସହ ଆସିଥିବା ପାଣୁଙ୍କର କୈାଣସି ଖୋଜ ଖବର ନଥିବା ଏବଂ ଗଳା କଟା ଯାଇଥିବା କାରଣକୁ ନେଇ ଆର୍ତ୍ତତ୍ରାଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ ସୃଷ୍ଟି ହୋଇଛି । ଏହି ଘଟଣାରେ ଦଶପଲ୍ଲା ପୁଲିସ ଏକ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରିଛି । ଅନ୍ୟପକ୍ଷେ, ଏହା ଦୁର୍ଘଟଣା ଜନିତ ମୃତ୍ୟୁ ନା ହତ୍ୟାକାଣ୍ଡ ସେ ନେଇ ପୁଲିସ ଖୋଳତାଡ଼ କରୁଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!