Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ୨ଟି ଟ୍ରକ୍

by ସଞ୍ଜୟ ସ୍ୱାଇଁ
August 3, 2021
in Accident, State
ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ୨ଟି ଟ୍ରକ୍
164
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଓଲଟିଲେ ଦୁଇଟି ଟ୍ରକ୍ । ତପ୍ତପାଣି ଘାଟିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକ୍ ଦୁଇଟି ଉଦ୍ଧାର କରିଛି । ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକ ଉଷ୍ମପ୍ରସବଣ ତପ୍ତପାଣି ଘାଟିରେ ସଡକ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଏକ ମକା ଓ କପା ବୋଝେଇ ଦୁଇଟି ଟ୍ରକ୍ ଦୁର୍ଘଟଣା ଗ୍ରସ୍ତ ହୋଇଥିଲେ। ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଗଜପତିରୁ ଗଞ୍ଜାମ ଅଭିମୁଖେ ମକା ଓ କପା ବୋଝେଇ ଟ୍ରକ୍ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପାଇଁ କିଛି ସମୟ ପର୍ୟ୍ୟନ୍ତ ସେହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଦୁଇ ଟ୍ରକ୍ କୁ ଉଦ୍ଧାର କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!