Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରକୁ ଫେରିବା ବେଳେ ପିଟିଦେଲା ଟ୍ରକ, ଦୁଇ ମୃତ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
August 11, 2021
in Accident, State
ଘରକୁ ଫେରିବା ବେଳେ ପିଟିଦେଲା ଟ୍ରକ, ଦୁଇ ମୃତ ଜଣେ ଗୁରୁତର
121
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଘରକୁ ଫେରିବା ବେଳେ ପିଟିଦେଲା ଟ୍ରକ୍‌। ଫଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଭଦ୍ରକ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜୟ ରାଜପଥରେ ଘଟିଛି। ଭଦ୍ରକ ଗ୍ରାମାଞ୍ଚଳ ଥାନା ବଣିଆ ଅଞ୍ଚଳର କାଳନ୍ଦୀ ଓଝା, ସଞ୍ଜୟ ପଣ୍ଡା ଓ ଶିବାନନ୍ଦ ବେହେରା ଏକ ବାଇକ୍‌ରେ ଘରକୁ ଫେରିଥିଲେ। ତେବେ ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଗ୍ରାମାଞ୍ଚଳ ଥାନା ରାହାଞ୍ଜ ଛକ ବାସୁଳି ଢ଼ାବା ନିକଟରେ ଏକ ଟ୍ରକ୍‌ ସେମାନଙ୍କ ବାଇକ୍‌କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଫଳରେ ତିନି ଜଣ ଯାକ ଛିଟିକି ହୋଇ ପଡ଼ିଥିଲେ। ଦୁର୍ଘଟଣା ସ୍ଥଳରେ କାଳନ୍ଦୀ ଓଝା ଓ ସଞ୍ଜୟ ପଣ୍ଡାଙ୍କ ମୃତ୍ୟୁ ହୋଇଥିଲା। ତେବେ ଶିବାନନ୍ଦଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭଦ୍ରକ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!