Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଣୋଇଙ୍କୁ ରାକ୍ଷୀ ବାନ୍ଧିବା ପାଇଁ ଯିବା ବେଳେ ଦୁର୍ଘଟଣା, ଦୁଇ ଗୁରୁତର

by ସଞ୍ଜୟ ସ୍ୱାଇଁ
August 22, 2021
in Accident, State
ଭିଣୋଇଙ୍କୁ ରାକ୍ଷୀ ବାନ୍ଧିବା ପାଇଁ ଯିବା ବେଳେ ଦୁର୍ଘଟଣା, ଦୁଇ ଗୁରୁତର
51
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭିଣୋଇଙ୍କୁ ରାକ୍ଷୀ ବାନ୍ଧିବା ପାଇଁ ଯିବା ବେଳେ ଦୁର୍ଘଟଣାରେ ଦୁଇ ଗୁରୁତର । ରାସ୍ତାରେ ଫୋନ ଆସିବାରୁ ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କାର । ଏପରି ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ରାନ୍ଦିଆ ବ୍ରିଜ୍ ନିକଟରେ । ଚରମ୍ପା ଅଞ୍ଚଳର ଦୁଇ ଭଉଣୀ ନିଜ ଭିଣୋଇଙ୍କ ହାତରେ ରାକ୍ଷୀ ବାନ୍ଧିବା ପାଇଁ ବରପଦାକୁ ଯାଉଥିଲେ । ରାନ୍ଦିଆ ବ୍ରିଜ୍ ନିକଟରେ ଫୋନ ଆସିବାରୁ ଗାଡି ରଖି ଦୁଇ ଭଉଣୀ ଠିଆ ହୋଇଥିବା ବେଳେ ଏକ କାର ସେମାନଙ୍କୁ ଧକ୍କା ଦେଇଥିଲା । ଦୁଇ ଗୁରୁତର ଭଉଣୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଗୁରୁତର ଦୁଇଜଣ ହେଲେ ଜୋସ୍ନା ରାଣୀ ବାରିକ ଓ ଉର୍ମିଳା ବାରିକ । ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ କାର ଚାଳକ ମଦ ପିଇ ଗାଡି ଦୁର୍ଘଟଣା କରିଥିବା ସୂଚନା ମିଳିଛି । ଗାଡି ଓ ଗାଡିର ଡ୍ରାଇଭରକୁ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଅଟକ ରଖିଛି ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!