Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣାରେ ସ୍ଵାମୀ-ସ୍ତ୍ରୀଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
August 30, 2021
in Accident, State
କାର ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣାରେ ସ୍ଵାମୀ-ସ୍ତ୍ରୀଙ୍କ ମୃତ୍ୟୁ
204
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): କଟକ-ପାରାଦ୍ଵୀପ ରାସ୍ତାର କନ୍ଦରପୁର ଥାନା ଅନ୍ତର୍ଗତ ଫକୀରପଡା ବଜାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। କାର ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣାରେ ସ୍ଵାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ କାର ଚାଳକଙ୍କୁ ଥାନାରେ ଅଟକ ରଖାଯାଇଛି। ମୃତକଙ୍କ ପରିଚୟ ମିଳିନଥିବା ଜଣା ପଡିଛି। ସୋମବାର ପ୍ରାୟ ଅପରାହ୍ନ ସମୟରେ ଫକୀରପଡା ବଜାର ନିକଟରେ ଏକ କାର(OD02AN29) ଓ ବାଇକି୍(OD21F9291) ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ପଛରେ ବସିଥିବା ମହିଳା ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସରେ କଟକ ବଡ଼ ମେଡ଼ିକାଲକୁ ପଠାଯାଇଥିଲା। ହେଲେ ମହିଳାଙ୍କ ମୃତ୍ୟୁ ଘଟିଛି। କାର ଚାଳକକୁ ପୋଲିସ ଅଟକ ରଖିଛି। ମୃତ ସ୍ଵାମୀ-ସ୍ତ୍ରୀଙ୍କ ମିଳି ନାହିଁ। ଦମ୍ପତ୍ତି ଜଗତସିଂହପୁରୁ ଜିଲ୍ଲା ଜୟପୁରୁ ଅଞ୍ଚଳର ବୋଲି ଜଣାପଡିଛି। ଏହି ଦୁର୍ଘଟଣାକୁ ନେଇ ଫକୀରପଡାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇବା ସହିତ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। କନ୍ଦରପୁରୁ ପୋଲିସି ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଅବରୋଧ ହଟାଇବାରୁ କଟକ ପାରାଦ୍ୱୀପ ରାସ୍ତାରେ ଗାଡି ଚଳାଚଳ ସ୍ଵାଭାବିକ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!