Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣା, ଭଉଣୀ ଆଗରେ ଚାଲିଗଲା ଭଉଣୀର ଜୀବନ

by ସଞ୍ଜୟ ସ୍ୱାଇଁ
March 16, 2025
in Accident, State
ଚଢ଼ିଗଲା ହାଇୱା
212
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲା ଫତେଗଡ଼ ଥାନା କିମ୍ଭିରିଆ ଗ୍ରାମ ପୋଖରୀ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ନାବାଳିକା ଗୁରୁତର ଆହତ ହୋଇଛନ୍ତି। ଆହତ ନାବାଳିକାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ୨ ନାବାଳିକା ଭଉଣୀ ଏକ ସାଇକେଲରେ ଯାଉଥିଲେ। ସେତିକିବେଳେ କିମ୍ଭିରିଆ ଗାଁ ପୋଖରୀ ନିକଟରେ ଏକ ଟ୍ରକ ଭାରସାମ୍ୟ ହରାଇ ସାଇକେଲକୁ ଧକ୍କା ଦେଇଥିଲା। ଫଳରେ ୨ ଭଉଣୀ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ। ପରିବାର ଲୋକଙ୍କ ସହ ଗ୍ରାମବାସୀ ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣେ ନାବାଳିକଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟଜଣଙ୍କର ଚିକିତ୍ସା ଚାଲିଛି। ଦୁର୍ଘଟଣା ପରେ ଗ୍ରାମବାସୀ ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଟ୍ରକ ଚାଳକଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରୁଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!