Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମୁଦ୍ର ମଝିରେ ଓଲଟିଲା ଓ୍ବାଟର ସ୍ପୋର୍ଟସ ସ୍ପିଡ ବୋଟ୍

by ସଞ୍ଜୟ ସ୍ୱାଇଁ
May 25, 2025
in State
ସମୁଦ୍ର ମଝିରେ ଓଲଟିଲା ଓ୍ବାଟର ସ୍ପୋର୍ଟସ ସ୍ପିଡ ବୋଟ୍
70
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ସମୁଦ୍ରରେ ଜଳକ୍ରୀଡା ବେଳେ ଘଟିଲା ଅଘଟଣ। ସମୁଦ୍ର ମଝିରେ ଓଲଟି ପଡିଲା ଓ୍ବାଟର ସ୍ପୋର୍ଟସ ସ୍ପିଡ ବୋଟ୍। ଲାଇଟ ହାଉସ ନିକଟ ହୋଟେଲ ସୋନାର ବାଙ୍ଗଲା ସମ୍ମୁଖ ବେଳାଭୂମିରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଖବର ଅନୁଯାୟୀ, ଓ୍ବାଟର ସ୍ପୋର୍ଟସ ସ୍ପିଡ ବୋଟରେ ସମୁଦ୍ର ମଝିରେ ଚାରିଜଣ ପର୍ଯ୍ୟଟକ ମଜା ନେଉଥିଲେ । ଏହି ସମୟରେ ସ୍ପିଡ ବୋଟ୍ ଟି ଭିରସାମ୍ୟ ହରାଇ ଓଲଟି ପଡିଥିଲା। ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ମାନେ ତୁରନ୍ତ ଗଭୀର ସମୁଦ୍ର ଭିତରକୁ ଯାଇ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲେ। ତେବେ ବଡ଼କଥା ହେଉଛି ପର୍ଯ୍ୟଟକମାନଙ୍କର କୌଣସି କ୍ଷତି ହୋଇନଥିଲେ ମଧ୍ୟ ଏକ ବଡ ଅଘଟଣରୁ ରକ୍ଷା ପାଇଛନ୍ତି। ସେପଟେ ସମୁଦ୍ରରେ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଥିବା ବେଳେ ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଓ୍ବାଟର ସ୍ପୋର୍ଟସ ସ୍ପିଡ ବୋଟ ଚଳାଇବା ନେଇ କୌଣସି ଅନୁମତି ନଥିବା ମଧ୍ୟ ଜଣାପଡିଛି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!