Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ମୃତ

by ସଞ୍ଜୟ ସ୍ୱାଇଁ
June 25, 2022
in Accident, Breaking, Nayagarh
ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ମୃତ
609
VIEWS
Share on FacebookShare on Twitter

ନୟାଗଡ଼/ଦଶପଲ୍ଲା, (ବାଘୁଆବାର୍ତ୍ତା): ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ଶାଳିଆଗୋଛା ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ବାଇକ ଆରୋହୀ ଜଣଙ୍କ ହେଲେ ଟାଙ୍ଗିନାଡୁ ଗାଁର ସଞ୍ଜୟ ବିନ୍ଧାଣୀ । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାଙ୍ଗିନାଡୁ ଗାଁର ସଞ୍ଜୟ କାମ ସାରି ସନ୍ଧ୍ୟା ସାଢେ ୫ଟା ସମୟରେ ଦଶପଲ୍ଲାରୁ ନିଜ ଗାଁ ଟାଙ୍ଗିନାଡୁକୁ ଫେରୁଥିବା ବେଳେ ଶାଳିଆଗୋଛା ନିକଟରେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା । ତେବେ ସ୍ଥାନୀୟ ଲୋକ ଦେଖି ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ପଡିଥିବା ସଞ୍ଜୟ ବିନ୍ଧାଣୀଙ୍କି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ତେବେ ଡାକ୍ତରଖାନାରେ ସଞ୍ଜୟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ପୋଲିସ୍ ଶବ ଜବଜ କରି ବ୍ୟବଛେଦ କରିବା ପାଇଁ ରଖିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!