Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରାକ୍ଟରରୁ ଖସି ନାବାଳକ ମୃତ

by ସଞ୍ଜୟ ସ୍ୱାଇଁ
January 2, 2020
in Accident
38
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ କୁରାଳ ଗ୍ରାମରେ ଆଜି ଟ୍ରାକ୍ଟରୁ ଖସି ପଡ଼ିବା ପରେ ଚକାରେ ଚାପିହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି । ନାବାଳକ ଜଣକ କୁରାଳ ବେଙ୍ଗେଇ ସାହିର ହେମନ୍ତ ବିଶ୍ୱାଳଙ୍କ ପୁଅ ବିଷ୍ଣୁ ବିଶ୍ୱାଳ(୧୪) ।

ସୂଚନାନୁସାରେ ଆଜି ବିଷ୍ଣୁ ତାଙ୍କ ତାଙ୍କ ବଡ଼ବାପାଙ୍କ ସହ ନମ୍ବର ବିହିନ ଏକ କଳେଇ ବୋଝେଇ ଟ୍ରାକ୍ଟରରେ ଘରକୁ ଫେରୁଥିଲେ । ଚାଳକ ନିୟନ୍ତ୍ରଣ ହରାଇବାରୁ ଏକ ମୋଡରେ ଇଞ୍ଜିନଟି ଉପରକୁ ଉଠିଯାଇଥିଲା । ଚାଳକ ପାଖରେ ବସିଥିବା ବିଷ୍ଣୁ ଖସିପଡିବା ପରେ ଚକାରେ ଚାପି ହୋଇଯାଇଥିଲା । ଘଟଣା ସ୍ଥଳରୁ ଗୁରୁତର ଅବସ୍ଥାରେ ପ୍ରଥମେ ଓଡ଼ଗାଁ ପରେ ନୟାଗଡ଼ ଡାକ୍ତରଖାନାକୁ ନିଆଯାଇଥିଲା । ଡାକ୍ତର ସେଠାରେ ତାକୁ ମୃତ୍ୟୁ ଘୋଷଣା କରିଥିଲା । ନୟାଗଡ଼ ଶବ ଗୃହରେ ନାବାଳକର ମୃତ ଶରୀର ରଖାଯାଇଛି । ଶୁକ୍ରବାର ଦିନ ବ୍ୟବଛେଦ କରାଯିବ । ଅନ୍ୟ ପକ୍ଷରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ଟରକୁ ନେଇ ଚାଳକ ଫେରାର ହୋଇଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!