Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ମୃତ, ଅନ୍ୟ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
March 6, 2025
in Accident, State
ବାଇକକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ମୃତ, ଅନ୍ୟ ଜଣେ ଗୁରୁତର
16
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଧର୍ମଶାଳା ଅଂଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକକୁ ଧକ୍କା ଦେଲା ଟ୍ରାକ୍ଟର। ଏଥିରେ ଜଣଙ୍କର ମୃତ୍ଯୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଧର୍ମଶାଳା ଥାନା ଅଧୀନ କାଏମା ନିକଟରେ ଘଟିଛି ଏ ଦୁର୍ଘଟଣା। ଘଟଣା ସ୍ଥଳରେ ବାଇକରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତି ହୋଇଛନ୍ତି। ବାଇକ ଆରୋହୀ ଜାରକା ଅଭିମୁଖେ ଯାଉଥିବା ବେଳେ ଏକ ବାଲି ବୋଝେଇ ଟ୍ରାକ୍ଟର କାଏମା ନିକଟରେ ବାଇକକୁ ଧକ୍କା ଦେଇଥିଲା। ଯାହା ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଜବତ କରିଛି ପୋଲିସ। ଧର୍ମଶାଳା ପୋଲିସ ପହଂଚି ଘଟଣାର ଅଧିକ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!