Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ ଦୁର୍ଘଟଣାରେ ଜଣେ ମୃତ

by Anil Panda
June 9, 2020
in Accident
ବାଇକ ଦୁର୍ଘଟଣାରେ ଜଣେ ମୃତ
39
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଦୁର୍ଗାବଜାରଠାରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀ ମୃତ୍ୟୁ ବରଣ କରିଛନ୍ତି । ମୃତ ବ୍ୟକ୍ତି ଜଣଙ୍କ ବରଗଡ଼ ଜିଲ୍ଲା ଗାଇସିଲେଟ୍ ବ୍ଲକ ବରିହାପାଲି ଗ୍ରାମର ଦେବାନନ୍ଦ ସାହୁ(୩୫) ବୋଲି ଜଣାପଡିଛି । ସୂଚନାନୁସାରେ, ଦେବାନନ୍ଦ ଅପରାହ୍ନରେ ଏକ ବାଇକ ଯୋଗେ ଭୁବନେଶ୍ୱରରୁ ନିଜ ଗାଁକୁ ଫେରୁଥିବା ବେଳେ ଦୁର୍ଗାବଜାର ଠାରେ କୈାଣସି ଏକ ଅଜଣା ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ଏସମ୍ପର୍କରେ ଖବରପାଇ ପୁଲିସ ଶବ ଜବତ କରିଛି । ପରିବାର ଲୋକ ଆସିବା ପରେ ଶବ ବ୍ୟବଛେଦ କରାଯିବ ବୋଲି ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!