Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡ଼କ ଦୁର୍ଘଟଣା, ୨୪ ପ୍ରବାସୀ ମୃତ

by ସଞ୍ଜୟ ସ୍ୱାଇଁ
May 16, 2020
in Accident
ସଡ଼କ ଦୁର୍ଘଟଣା, ୨୪ ପ୍ରବାସୀ ମୃତ
43
VIEWS
Share on FacebookShare on Twitter

ଦିଲ୍ଲୀ (ବ୍ୟୁରୋ) : ଉତ୍ତରପ୍ରଦେଶ ଔରେୟା ଅଂଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨୪ ଜଣ ପ୍ରବାସୀଙ୍କ ମୃତ୍ୟୁ ଘଟିଛି । ସୂଚନାନୁସାରେ, ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ସହ ଏକ ଟ୍ରକ ଧକ୍କା ହେବା ଫଳରେ ଏଭଳି ଅଭାନୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଏହି ଦୁର୍ଘଟଣାରେ ୨୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହାତ ହୋଇ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । କରୋନା ମହମାରୀ ସମୟରେ ବାରମ୍ବାର ପ୍ରବାସୀ ଫେରୁଥିବା ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହେଉଥିବା ବେଳେ ଏହି ଦୁର୍ଘଟଣାରେ ସବୁଠାରୁ ଅଧିକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!