Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକ୍ ଅପ୍ ଦୁର୍ଘଟଣାରେ ଜଣେ ମୃତ

by ସଞ୍ଜୟ ସ୍ୱାଇଁ
June 13, 2025
in Nayagarh
ପିକ୍ ଅପ୍ ଦୁର୍ଘଟଣାରେ ଜଣେ ମୃତ
50
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଇଟାମାଟି ପଞ୍ଚାୟତସାହିର ଗଦାଧର ନାୟକ ସବୁଦିନ ଭଳି ଆଜି ସକାଳୁ ବୁଲିବା ପାଇଁ ଯାଉଥିଲେ । ନୟାଗଡ଼ ଖୋର୍ଦ୍ଧା ଜାତୀୟ ରାଜପଥ ଉପରେ ସେ ଚାଲି ଚାଲି ଯାଉଥିବା ବେଳେ ଇଟାମାଟି ଯୁକ୍ତ ଦୁଇ ମହାବିଦ୍ୟାଳୟ ସମ୍ମୁଖରେ ପିକଅପ୍ ଗାଡ଼ି ଧକ୍କା ଦେଇଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ଆଣିଥିଲେ । ଡାକ୍ତର ଗଦାଧରଙ୍କୁ ମୃତ ଘୋଷଣା କରିଥିଲେ । ଇଟାମାଟି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପିକ ଅପ୍ ଗାଡ଼ି ଜବତ୍ କରିବା ସହ ଡ୍ରାଇଭରକୁ ଅଟକ ରଖିଛି । ଏନେଇ ଗଦାଧରଙ୍କ ପୁଅ ଶିବପ୍ରସାଦ ନାୟକ ଥାନାରେ ଏତଲା ଦେଇଛନ୍ତି । ପୁଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!