Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ରାଜପଥ ଦୁର୍ଘଟଣା : ୨ ଗୁରୁତର

by Anil Panda
October 10, 2020
in Accident, Nayagarh
ଜାତୀୟ ରାଜପଥ ଦୁର୍ଘଟଣା : ୨ ଗୁରୁତର
1.1k
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ଖୋର୍ଦ୍ଧା -ବଲାଙ୍ଗୀର ଜାତୀୟ ରାଜପଥ ରଣପୁର ବ୍ଲକ ଅଧୀନ ବିନୋଦପଡ଼ା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି l ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି l ସେମାନେ ହେଲେ ଆଲୋକ ବେହେରା ଏବଂ ଧର୍ମେନ୍ଦ୍ର ଜେନା l ଆଲୋକଙ୍କ ଘର ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ କାଦୁଅପଡ଼ା ହୋଇଥିବା ବେଳେ ଧର୍ମେନ୍ଦ୍ରଙ୍କର ଜରିପଡ଼ା କୃଷ୍ଣପୁର ସାହିରେ l ଧର୍ମେନ୍ଦ୍ର ଜେନା ଗୁରୁତର ଭାବେ ଆହତ ହୋଇ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଛି l ଆଲୋକଙ୍କୁ ପ୍ରାଥମିକ ଭାବେ ନୟାଗଡ଼ ଜିଲ୍ଲା ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି l ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର କ୍ୟାପିଟାଲକୁ ସ୍ଥାନାନ୍ତର କରାଯାଇଛି l ଉଭୟ ନୟାଗଡ଼ ଜିଲ୍ଲା ରାଜସୁନାଖଳାରୁ ପିଚୁକୁଳି ଅଭିମୁଖେ ଯାଉଥିବା ବେଳେ ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିବା କାରଟି ସମ୍ମୁଖରୁ ଧକ୍କା ଦେଇ ପଳେଇଯାଇଛି l

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!