Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଚିହ୍ନା ବୋଲେରୋ ଧକ୍କାରେ ଦୁଇ ଭଉଣୀ ଆହତ

by ସଞ୍ଜୟ ସ୍ୱାଇଁ
October 21, 2020
in Nayagarh
ଅଚିହ୍ନା ବୋଲେରୋ ଧକ୍କାରେ ଦୁଇ ଭଉଣୀ ଆହତ
1.3k
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା): ଆଜି ଭୋର ସକାଳ ପ୍ରାୟ ୫ ଘଟିକା ସମୟରେ ଏକ ଅଚିହ୍ନା ବୋଲେରୋ ଧକ୍କାରେ ଦୁଇ ଭଉଣୀ ଆହତ ହୋଇଛନ୍ତି । ଆହତ ଦୁଇ ଭଉଣୀ ହେଲେ ରିଙ୍କି ପ୍ରଧାନ ଏବଂ ସୋନାଲି ରାଉତ । ସୂଚନା ଅନୁଯାୟୀ ସକାଳୁ ସକାଳୁ ନିଜ ଗ୍ରାମ ଦଣ୍ଡୋର ଆଡୁ କୁରାଳ ଅଭିମୁଖେ ମନ୍ରିଂ ୱାର୍କରେ ଆସୁଥିବା ବେଳେ ଓଡ଼ଗାଁ ଅଭିମୁଖେ ଯାଉଥିବା ଏକ ଧଳା ବୋଲେରୋ ତାଙ୍କୁ ପଛପଟୁ ଧକ୍କା ଦେଇ ଘଟଣାସ୍ଥଳରୁ ଛୁ ମାରିଅଛି । ଯାହା ଫଳରେ ଦୁଇ ଭଉଣୀଙ୍କୁ ଓଡ଼ଗାଁ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳୁଅଛି । ବର୍ତ୍ତମାନ ସୁଦ୍ଧା ଉକ୍ତ ବୋଲେରୋ କାହା ନାମରେ ଅଛି ତାହାର କୌଣସି ପତ୍ତା ମିଳିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!