Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ – ବୋଲେରୋ ମୁହାଁମୁହିଁ, ଜଣେ ମୃତ

by Anil Panda
August 28, 2020
in Accident, Nayagarh
ବାଇକ – ବୋଲେରୋ ମୁହାଁମୁହିଁ, ଜଣେ ମୃତ
1.6k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗିରୀ ଜାତୀୟ ରାଜପଥ ବାଣିଗିରି ଘାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାଯାଇଛି । ଗୋଟିଏ ବୋଲେରୋ ଏବଂ ଏକ ବାଇକ ମୁହାଁମୁହିଁ ହେବା ଫଳରେ ବାଇକ ଆହୋରୀ ରମେଶ ପ୍ରଧାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବାଇକ ପଛରେ ବସିଥିବା ଫତେଗଡ଼ ଅଂଚଳର ନୀରଞ୍ଜନ ପଣ୍ଡା ଗୁରୁତର ଆହାତ ହୋଇଛନ୍ତି । ତାଙ୍କ ହାତ ଗୋଡ଼, ଭାଙ୍ଗି ଯାଇଥିବା ବେଳେ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି । ସ୍ଥାନୀୟଲୋକେ ତାଙ୍କ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଥିବା ବେଳେ ସେଠାରୁ ଭୂବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ମିଳିଥିବା ସୂଚନାନୁସାରେ, ବୋଲେରୋ ଗାଡ଼ିଟି ଘାଟି ରାସ୍ତାରେ ଆସୁଥିବା ବେଳେ ସାମନା ପଟୁ ଆସୁଥିବା ବାଇକ ସହ ଧକ୍କା ହୋଇଥିଲା । ଖବରପାଇ ବାଣିଗୋଚ୍ଛା ପୁଲିସ ଘଟଣାସ୍ଥଳରେ ପଂହଚି ଦୁଇଟି ଗାଡ଼ିକୁ ଜବତ କରିବା ସହ ଏକ ମାମଲା ରୁଜୁ କରିଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!