Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ସାଂସଦ ପିଆରଓଙ୍କ କାରକୁ ଧକ୍କା ଦେଲା ଟ୍ରକ୍

by ସଞ୍ଜୟ ସ୍ୱାଇଁ
February 12, 2025
in Accident, State
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପିଆରଓ ଏକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି । ଭୁବନେଶ୍ୱର ସ୍ଥିତ ଏଜି ଛକରେ ତାଙ୍କ କାରକୁ ଏକ ବାଲି ବୋଝେଇ ଟ୍ରକ୍ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇ ଟ୍ରକ୍ ଘଟଣାସ୍ଥଳରୁ ପଳାଇ ଯାଇଥିଲା। କ୍ୟାପିଟାଲ ଥାନା ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି । ମଙ୍ଗଳବାର ବିଳମ୍ବିତ ରାତିରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଲୋକ ସମ୍ପର୍କ ଅଧିକାରୀ ବିମଳ ରାଉଳ ଘରକୁ ଫେରୁଥିବା ସମୟରେ ଏଜି ଛକରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କାରକୁ ଏକ ବାଲି ବୋଝେଇ ଟ୍ରକ୍ ତାଙ୍କ ଗାଡ଼ିର ସାମ୍ନା ଭାଗକୁ ଧକ୍କା ଦେଇଥିଲା । ଖବର ପାଇ କ୍ୟାପିଟାଲ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ବିମଳଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିରଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!